• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Scorpio

ବିଛା

Friday 16 Aug 2024

ବିଶାଖା- ଶାରୀରିକ କ୍ଲାନ୍ତି ଦୂର ହୋଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ଅନୁରାଧା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ

ଜ୍ୟେଷ୍ଠା- ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳୀରେ ପରିବର୍ତନ ଆଣିବେ

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :