• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Sagittarius

ଧନୁ

Friday 16 Aug 2024

ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ

ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଉ , ଷାଢା – ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ । ମହିଳାମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :