• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇପାରେ...

ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।

Capricorn

ମକର

Friday 16 Aug 2024

ଉ,ଷାଢା- ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଦମ୍ପତିମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ ।

ଶ୍ରବଣା- ଋଣ ମୁକ୍ତିର ରାସ୍ତା ପରିଷ୍କାର ହେବ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପୂର୍ବ ଯୋଜନା ଅନୁଯାୟୀ କିଛିଟା ଶ୍ରମ ସ୍ବୀକାର କରିପାରିଲେ ଅବଶ୍ୟ ସଫଳତା ପାଇବେ।

ଧନିଷ୍ଠା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :