• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ପାଇଁ ସୁଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ

Aquarius

କୁମ୍ଭ

Thursday 15 Dec 2022

ଧନିଷ୍ଠା – ସୁସ୍ଥ ଅନୁଭବ କରିବେ । ପରିବାରରେ ହସଖୁ୍‌ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶତଭିଷା – ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :