• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ପାଇଁ ସୁଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ

Gemini

ମିଥୁନ

Thursday 15 Dec 2022

ମୃଗଶିରା - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ ।

ଆଦ୍ରା – ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।

ପୁନର୍ବସୁ - ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :