• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ପାଇଁ ସୁଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ

Cancer

କର୍କଟ

Thursday 15 Dec 2022

ପୁନର୍ବସୁ - ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ ।

ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ସବୁକାମ ସମ୍ଭାଳି ନେବେ ।

ଅଶ୍ଳେଷା - ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଗୁରୁତ୍ୱର ହେବ ନାହିଁ ।

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :