• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ପାଇଁ ସୁଯୋଗ ରହିଛି

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ

Libra

ତୁଳା

Thursday 15 Dec 2022

ଚିତ୍ରା – କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ସ୍ୱାତୀ – ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।

ବିଶାଖା –ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :