ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ
ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ
ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ
ଉ , ଷାଢା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩