Advertisment

Daily Horoscope 16th December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର..

author-image
Sonali Ojha
Daily Horoscope 16th December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର..
ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।