ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ଧନିଷ୍ଠା- କର୍ମ ଜୀବି ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଓ ପ୍ରମୋଶନ ମିଳିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ । ବନ୍ଧୁ ଓ ପରିବାର ସହ ଭ୍ରମଣ ପାଇଁ ଯାଇପାରନ୍ତି ।
ଶତଭିଷା- ରାଜନେତାଙ୍କ ଲାଗି ଭଲ ଦିନଟିଏ । ଅଫିସ କାମ ସଂପୂଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖ ଲୋକଙ୍କ ଠାରୁ ଖୁସି ଖବର ପାଇବେ ।ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ
ପୂ,ଭାଦ୍ରପଦ- କରିବାକୁ ପିଲା ମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା ପଡ଼ିପାରେ । ବନ୍ଧୁମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସକରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮