ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ମଘା- ନୂତନ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । କର୍ମଜୀବି ମାନେ ସମସ୍ତ କର୍ମରେ ଅତ୍ୟଧିକ ସଫଳତା ପାଇବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ ।
ପୂ,ଫାଲଗୁନି- ମାନସିକ ସ୍ଥିତି ବିଶେଷ ଭଲ ରହିବନାହିଁ । ପରିବହନ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯତ୍ନ କଲେ ଉପକୃତ ହେବେ
ଉ,ଫାଲଗୁନି- ନୂତନ ଜମିବାଡି ଓ ଯାନବାହନ କିଣିବାର ସୁଯୋଗ ପାଇପାରନ୍ତି । କୋର୍ଟ କଚେରୀରେ ଅଧିକ ଖର୍ଚ୍ଚାନ୍ତ ହେବେ । ନିଜ ପାଇଁ ସମୟ ମିଳିପାରିବ ନାହିଁ ।
ପ୍ରତିକାର – ଘରର ବଡ ଲୋକମାନଙ୍କଠାରୁ ଆଶୀର୍ବାଦ ନେଇ କାମ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧