ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ଉ,ଫଳଗୁନି- ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ। ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି। କାର୍ୟ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ
ହସ୍ତା- ବିଦ୍ୟାର୍ଥୀମାନେ ପରିକ୍ଷାରେ ସଫଳତା ପଇବେ । ମହିଳା ମାନେ ସ୍ୱାସ୍ଥ୍ୟ ଗତ ସମସ୍ୟାରେ ବ୍ୟତିବ୍ୟସ୍ତ ଦେବେ । ବୈବାହିକ ଜୀବନ ସୁଖରେ କଟିବ ।
ଚିତ୍ରା- ଶିଳ୍ପ, ବ୍ୟବସାୟ, ରାଜନୀତି, ସଭାସମିତି, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ । ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହୋଇପାରନ୍ତି।
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫