• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Aries

ମେଷ

Friday 16 Feb 2024

ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତ ଯୋଗୁଁ ଲାଭବାନ ହୋଇପାରନ୍ତି। ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ ।

ଦ୍ୱିଜା- କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

କୃତିକା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :