• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Taurus

ବୃଷ

Friday 16 Feb 2024

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ

ରୋହିଣୀ- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :