• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Aquarius

କୁମ୍ଭ

Friday 16 Feb 2024

ଧନିଷ୍ଠା- ବ୍ୟବସାୟୀମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ଶତଭିଷା- ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକମାନେ ଲକ୍ଷ୍ୟ ଦିଗରେ ଆଗେଇବେ

ପୂ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :