• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Pisces

ମୀନ

Friday 16 Feb 2024

ପୂ,ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ

ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :