• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Cancer

କର୍କଟ

Friday 16 Feb 2024

ପୁନର୍ବସୁ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି କ୍ଷ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ କାରବାରରେ ଆପଣଙ୍କର ବହୁତ ଲାଭ ହେବ।

ପୁଷ୍ୟା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ

ଅଶ୍ଲେଷା-- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :