• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Leo

ସିଂହ

Friday 16 Feb 2024

ମଘା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ

ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ

ଉ,ଫାଲଗୁନି- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :