• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Virgo

କନ୍ୟା

Friday 16 Feb 2024

ଉ,ଫଳଗୁନି- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି

ହସ୍ତା- ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ

ଚିତ୍ରା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :