• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Libra

ତୁଳା

Friday 16 Feb 2024

ଚିତ୍ରା- ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧାନ ବଜାୟୀ ରଖିବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି

ସ୍ୱାତୀ- କର୍ମଜୀବୀମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉତଥାନ୍, ପତନରେ ଗତି କରିବେ । ବିଶ୍ୱାସୀ ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।

ବିଶାଖା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଆୟନୀ, ଅଦାଲତରେ ଜଡିତ ରହିବେ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :