• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Scorpio

ବିଛା

Friday 16 Feb 2024

ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।

ଅନୁରାଧା- ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ। ଛାତ୍ରଛାତ୍ରୀମାନେ ପଢା ପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ

ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୌଣସି ଭଲ ପରାମର୍ଶ ଦେଇ ପାରନ୍ତି।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :