• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Sagittarius

ଧନୁ

Friday 16 Feb 2024

ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।

ପୂ,ଷାଢା- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ। ମହିଳାମାନେ କଠିନ ପରିଶ୍ରମ କରିବେ

ଉ,ଷାଢା- ମହିଳାମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :