• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଅବନତି ହେବ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଦିବା ୦୨.୪୩ ଗତେ ବୃଷ। ତିଥି- ୭ମୀ ଦିବା ୦୮.୫୫ ଗତେ ୮ମୀ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୨,୪୩ ଗତେ ବିଛା ରାଶିର।

Capricorn

ମକର

Friday 16 Feb 2024

ଉ,ଷାଢା- କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ

ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।

ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନେ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :