କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ଉ , ଭଦ୍ରପଦ - ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।
ରେବତୀ – କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩