କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ମୃଗଶିରା- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ । ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ ।
ଆଦ୍ରା- ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ
ପୁନର୍ବସୁ- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫