କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ
ପୁଷ୍ୟା – ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬