• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 16 Feb 2025

ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ହସ୍ତା – କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି

ଚିତ୍ରା – ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :