କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଚିତ୍ରା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ
ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।
ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬