• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 16 Feb 2025

ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :