କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୪ର୍ଥୀ ରାତ୍ରି ୦୨.୧୬ ଗତେ ୫ମୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ମୂଳା- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।
ପୂ,ଷାଢା-ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ଉ,ଷାଢା-ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ହେିବ । ସ୍ଥଗିତ କାମକୁ ପୁରା ଦମରେ କରିବା ପାଇଁ ନିଷ୍ପତି ନେବେ ।
ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩