Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1676517789-795335.jpg)
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
