• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Aquarius

କୁମ୍ଭ

Thursday 16 Feb 2023

ଧନିଷ୍ଠା – ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ଶତଭିଷା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ବିଦ୍ୟାର୍ôଥ ପଢାରେ ତୃଟି କରିପାରନ୍ତି

ପୂ , ଭାଦ୍ରପଦ – ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ମହିଳା ମାନେ ସୈଭାଗ୍ୟ ଅର୍ଜନ କରିବେ । ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :