• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Pisces

ମୀନ

Thursday 16 Feb 2023

ପୂ , ଭାଦ୍ରପଦ - ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ

ଉ , ଭଦ୍ରପଦ -କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ରେବତୀ – ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ମହିଳା ମାନଙ୍କର ମାନସିକ ପୀଡା ଦେଖାଦେଇ ପାରେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :