• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Cancer

କର୍କଟ

Thursday 16 Feb 2023

ପୁନର୍ବସୁ – ଦେହ ପିଡା ହେତୁ ସବୁ କାର‌୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟ ରେ ଉଥନ-ପତନ ଲାଗି ରହିବ ।

ପୁଷ୍ୟା – ବିଦ୍ୟାର୍ଥୀଙ୍କ ମନ ନୈରାଶୀଯୋଗ ରହିବ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।

ଅଶ୍ଳେଷା - ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମହିଳା ମାନଙ୍କର କାର‌୍ୟ୍ୟ ଭାର ଅଧିକ ରହିବ । ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି।

ପ୍ରତିକାର – ସକାଳୁ ଉଠି ଗୁରୁଜନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :