• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Scorpio

ବିଛା

Thursday 16 Feb 2023

ବିଶାଖା – ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ

ଅନୁରାଧା – ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ

ଜ୍ୟେଷ୍ଠା – ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ । ସରକାରୀ ସ୍ତରରୁ କୌଣସି ଶୁଭଖବର ଶୁଣି ମନ ଉଲ୍ଲାସରେ ଭରିଯିବ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :