• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Capricorn

ମକର

Thursday 16 Feb 2023

ଉ , ଷାଢା - ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ ।

ଶ୍ରବଣା – ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ସରକାରୀ ସାହାର‌୍ୟ୍ୟରୁ ଅର୍ଥ ଲାଭ ହୋଇପାରେ

ଧନିଷ୍ଠା – କୋର୍ଟରେ ନିସ୍ପତି ଆପଣଙ୍କ ଲାଗି ଫଳପ୍ରଦ ହେବ । ମହିଳା ମାନଙ୍କର ଭାଗ୍ୟ ଉଦୟ ହେବ । କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :