Daily Horoscope 16th February 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ହାସଲ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।

Aries

ମେଷ

Thursday 16 Feb 2023

ଅଶ୍ୱନୀ – ମନରେ ଉଦ୍ବେଗ ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ବହୁ ବାଧା ବିଘ୍ନ ସତ୍ୱେ ସପଳତା ପାଇବେ । ଶାରୀରିକ ଅସୁସ୍ଥତା ଦେଖାଦେବ ।

ଦ୍ୱିଜା – ରାଜନୈତିକ ସଫଳତା ହାସଲ କରିବେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । ଛାତ୍ରଛାତ୍ରୀ ମାନେ ପଢାରେ ଆଗେଇବେ ।

କୃତିକା – ଚୋରି ମାମଲାରେ ଫସିଯାଇ ପାରନ୍ତି । ମହିଳା ମାନେ ସାହାସୀ ହେବେ । କୌଣସି କାର‌୍ୟ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ପ୍ରତିକାର - ଲାଲ୍ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :