• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Tuesday 16 Jan 2024

ଅଶ୍ୱନୀ- ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ
ଦ୍ୱିଜା- ଅନ୍ୟ ମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଆଜି ମନ ଚାହୁଁଥିବା ପ୍ରତ୍ୟେକ କାର‌୍ୟ୍ୟ ସମ୍ପନ୍ନ କରିବାରେ ସମର୍ଥ ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ
କୃତିକା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । 
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :