• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Tuesday 16 Jan 2024

କୃତିକା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ  ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।
ମୃଗଶିରା- ଆର୍ଥିକ ସୁଧାର, ନିର୍ମାଣ କାର‌୍ୟ୍ୟ, ଯୋଗାଯୋଗ, ଦୂରଯାତ୍ରା ପାଇଁ ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଚାକିରୀ ଆଦି କର୍ମ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । 
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :