• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 16 Jan 2024

ଧନିଷ୍ଠା- ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ।
ଶତଭିଷା- ସାମାଜିକ ସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଅତି ଭଲ ସମ୍ପର୍କ ଲୋକଟି ଦୂରେଇ ଯାଇ ଥିବାରୁ ମନରେ ସରସତା ରହି ନ ପାରେ। ଅବହେଳିତ କେତେକ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ପୂ,ଭାଦ୍ରପଦ- ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣକରିପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର‌୍ୟ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର‌୍ୟ୍ୟାୟରେ ପହଞ୍ଚିବ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । 
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :