• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Tuesday 16 Jan 2024

ପୂ,ଭାଦ୍ରପଦ-ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ।

ଉ,ଭାଦ୍ରପଦ- ଆର୍ଥିକ ଦିଗଟି ଭଲ ହେଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ ଦୁଃଶ୍ଚିନ୍ତା ବଢ଼ିଯିବ। ପରିବାରରେ ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତାପ୍ରକଟ କରିବେ। ପରିସ୍ଥିତିକୁ ଲକ୍ଷ୍ୟ ରଖି କାମ କରିବା ଭଲ।

ରେବତୀ- ଆଇନ ଅଦାଲତ ତଥା ବିବାଦୀୟ କ୍ଷେତ୍ରରୁ ସୁଫଳ ପାଇବେ। କିଛି କହିବା ପୂର୍ବରୁ ପରିସ୍ଥିତିକୁ ନଜରରେ ରଖନ୍ତୁ। ବିଦ୍ୟାର୍ଥୀ କ୍ୟାରୀୟରରେ  ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :