• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 16 Jan 2024

ମଘା- ପାରିବାରିକ କ୍ଷେତ୍ର ଓ ଆନୁଷ୍ଠାନିକ କାମରେ କୌଣସି ଅସୁବିଧା ରହିବ ନାହିଁ । କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଦରକାରୀ କାଗଜପତ୍ର ହଜାଇ ଦେଇପାରନ୍ତି। 
ପୂ,ଫାଲଗୁନି- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢ଼ି ଯାଇପାରେ।
ଉ,ଫାଲଗୁନି- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ। କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।ଦୂର ସ୍ଥାନକୁ ଭ୍ରମଣ ପାଇଁ   ଯାଇପାରନ୍ତି । 
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :