• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 16 Jan 2024

ଚିତ୍ରା- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ସ୍ୱାତୀ- ଅନେକ ଆଶା ଓ ବିଶ୍ୱାସକୁ ନେଇ ଦିନଭରି କାମରୁ ଫୁର୍ସତ୍ ପାଇବେ ନାହିଁ। କୌଣସି ପରିସ୍ଥିତିର କଳ୍ପନା କରି ସାମୟିକ ଭାବାନ୍ତର ସୃଷ୍ଟି ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ବିଶାଖା- ସାଙ୍ଗଠନିକ କାର‌୍ୟ୍ୟ, ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ। ଅବସର ସମୟ ମଧ୍ୟରେ ଆଳାପ ଆଲୋଚନାରେ ସମୟ କଟାଇବେ। ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :