• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Jan 2024: ଏହି ରାଶିର ବ୍ୟକ୍ତିଙ୍କର ପାରିବାରିକ ଚିନ୍ତା କିଛି ମାତ୍ରାରେ ଲାଗିରହିବ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Tuesday 16 Jan 2024

ମୂଳା- କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ  ଖୁସିରେ କାମ କରିବେ । ବ୍ୟବସାୟରେ ଭଲ ଅର୍ଥ ପାଇବେ । ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ। 

ପୂ,ଷାଢା-କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଆଜିର ପ୍ରତ୍ୟୁଷ ଯାତ୍ରାରେ ପ୍ରଥମାବସ୍ଥାରେ ବ୍ୟସ୍ତତା ଅନୁଭବ କରିବେ କିନ୍ତୁ ପରକ୍ଷଣରେ ସବୁ ଠିକ୍ ହୋଇଯିବ।

ଉ,ଷାଢା- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା ଓ ଏଜେନଶିପ୍ରୁ ଖୁସି ରହିବେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :