• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଠକାମିର ଶିକାର ହୋଇପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି - ୯ମୀ ସନ୍ଧ୍ୟା ୦୭.୨୦ ଗତେ ୧୦ମୀ,ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୭.୨୦ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Aries

ମେଷ

Monday 16 Jan 2023

ଅଶ୍ୱନୀ – ବ୍ୟବସାୟ ପଥ ସୁଗମ ହେବା ସହ , ସୁଖ, ସମୃଦ୍ଧି ବଢିବ । ମହିଳା ମାନେ ସମ୍ମାନୀୟ ହେବେ । ଆମୋଦ, ପ୍ରମୋଦ ଭିତରେ ଆଜି ଦିନ କଟିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ

ଦ୍ୱିଜା – ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହୋଇପାରେ । ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହେଯାଗ ପାଇ ଉପକୃତ ହେବେ

କୃତିକା – ନିଜର ଆଦର୍ଶ ପ୍ରତିଷ୍ଠା ମୂଖ୍ୟ କାମନା ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବ। ଫଳରେ ଆପଣଙ୍କର ବହୁତ ଲାଭ ହେବ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ଲାଭ କରିବେ

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :