• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଠକାମିର ଶିକାର ହୋଇପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି - ୯ମୀ ସନ୍ଧ୍ୟା ୦୭.୨୦ ଗତେ ୧୦ମୀ,ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୭.୨୦ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Taurus

ବୃଷ

Monday 16 Jan 2023

କୃତିକା - ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ସର୍ବଦା କାର‌୍ୟ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ

ରୋହିଣୀ- ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ସତର୍କ ରହି କାର୍ଯ୍ୟ କରିବେ ସୁଫଳ ମିଳିପାରେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି

ମୃଗଶିରା – ପ୍ରେମ ଓ ସାଂସାରିକ କ୍ଷେତ୍ରରେ ମଧୁର ସପଂର୍କ ରହିବ । ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି । ବିରୋଧୀ ମାନେ କୈାଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ ।

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :