• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଠକାମିର ଶିକାର ହୋଇପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି - ୯ମୀ ସନ୍ଧ୍ୟା ୦୭.୨୦ ଗତେ ୧୦ମୀ,ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୭.୨୦ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Leo

ସିଂହ

Monday 16 Jan 2023

ମଘା – ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍ରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ନିଜର ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ପୂ , ଫାଲଗୁନୀ - ଅଧିକାର ଜାହିର କରିବାରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ଘରୋଇ କଂପାନୀରେ ଚାକିରି ମିଳିପାରେ

ଉ ,ଫାଲଗୁନୀ – ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପାରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :