• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଠକାମିର ଶିକାର ହୋଇପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି - ୯ମୀ ସନ୍ଧ୍ୟା ୦୭.୨୦ ଗତେ ୧୦ମୀ,ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୭.୨୦ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Virgo

କନ୍ୟା

Monday 16 Jan 2023

ଉ , ଫାଲଗୁନୀ – ଅଧିକ ସମୟ ପୂଜା ପାଠରେ ବିତିବ । ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ

ହସ୍ତା – ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । କାର୍ଯ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ଚିତ୍ରା – ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :