• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଠକାମିର ଶିକାର ହୋଇପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି - ୯ମୀ ସନ୍ଧ୍ୟା ୦୭.୨୦ ଗତେ ୧୦ମୀ,ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୭.୨୦ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।

Capricorn

ମକର

Monday 16 Jan 2023

ଉ , ଷାଢା - ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ, ଉ୍ଦ୍ଧିଷ୍ଟ କାର‌୍ୟ୍ୟ ସିନ୍ଧି ହେବ । ଶତୃମାନେ ପ୍ରତିହତ ହେବେ ,ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ

ଶ୍ରବଣା – ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ । ଅସ୍ଥିରତା କାରଣରୁ କୈଣସି କାର୍ଯ୍ୟକୁ ଠିକ ଭାବରେ କରିପାରିବେ ନାହିଁ । ମହିଳା ମାନେ ମାନସମ୍ମାନ ପାଇବେ

ଧନିଷ୍ଠା – ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆଶିଂକ ଉନ୍ନତି ଦେଖା ଦେଇପାରେ । ଆପଣଙ୍କ ପାଖକୁ ନୂଆ ଦାୟିତ୍ୱ ଆସିପାରେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :