Daily Horoscope 16th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1687662815-437910.jpg)
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – ବୃଷ ଦିବା ୧୧.୨୨ ଗତେ ମିଥୁନ, ତିଥି – ୧୪ଶୀ ରାତ୍ରି ୧୦.୦୮ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୩୯ ଗତେ ୨ ପାଦ - କୃଷି ଓ ବଂଶହାନି – ଭୂମି- ତିଳକାଞନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
